ବ୍ରେକିଙ୍ଗ ନ୍ୟୁଜ

ଓଡିଶା ସ୍ୱାସ୍ଥ୍ୟ ସଚିବ ହଟିଲେ

Published

on

ଭୁବନେଶ୍ୱର: କରୋନା ମହାମାରୀରେ ସମଗ୍ର ରାଜ୍ୟ ଆକ୍ରାନ୍ତ ଥିବାବେଳେ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ତାଙ୍କ ପଦରୁ ହଟାଇ ଦେଇଛନ୍ତି। ସରକାର ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅବସ୍ଥାପିତ କରିଛନ୍ତି।
ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠିଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଦାଇତ୍ୱ ଦେଇଛନ୍ତି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୪ ବ୍ୟାଚର ଆଇଏଏସ ଅଫିସର ସନ୍ତୋଷ ଷଡ଼ଙ୍ଗୀଙ୍କୁ ବିଜ୍ଞାନ ଓ କାରିଗର ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Leave a Reply

Your email address will not be published. Required fields are marked *

Trending

Exit mobile version