ଅପରାଧ

ପୁରୀରେ ଗୁଳିକାଣ୍ଡ, ଜଣେ ଗୁରୁତର

Published

on

ପୁରୀ ୨୫/୧୨ : ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏକ ଗୁଳିକାଣ୍ଡ ଘଟିଛି । ଏଥିରେ ସଞ୍ଜୟ ବେହେରା ନାମକ ଜଣେ ଯୁବକ ଆହତ ହୋଇଛନ୍ତି । ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ସଞ୍ଜୟଙ୍କୁ ଗୁରୁତର ଅବସ୍ଥାରେ ପୁରୀ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାରଣ ସ୍ପଷ୍ଟ ହୋଇନଥିଲେ ହେଁ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟିଛି ବୋଲି ପୋଲିସ ସନ୍ଦେହ କରୁଛି ।

Leave a Reply

Your email address will not be published. Required fields are marked *

Trending

Exit mobile version