ରାଜନୀତି

ପ୍ରିୟଦର୍ଶୀ, ଜନ୍ମେଜୟ ଓ ମିନକେତନ ରାଜ୍ୟ ସାଧାରଣ ସମ୍ପାଦକ

Published

on

ଭୁବନେଶ୍ୱର ୫/୪ : ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଆଜି ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ସେହିଭଳି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବଜରଭର୍ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Trending

Exit mobile version