ଅପରାଧ

ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

Published

on

ସୁନ୍ଦରଗଡ଼ ୪/୪ : ସୁନ୍ଦରଗଡ଼ ଜିଲ୍ଲା ବଣାଇର କୋଇଡ଼ା ଥାନା ବଣୁଆ ଗାଁରେ ଏକ ଘର ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍ୱାମୀ ସ୍ତ୍ରୀ ମଧ୍ୟରେ କଳି ହୋଇଥିଲା । ଏହା ପରେ ସ୍ୱାମୀ ତା ସ୍ତ୍ରୀକୁ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ସ୍ତ୍ରୀର ମୃତ୍ୟୁ ପରେ ସ୍ୱାମୀ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଘଟଣା ସମ୍ପର୍କରେ ଖବର ପାଇଁ ପୋଲିସ ପହଂଚି ତନାଘନା ଆରମ୍ଭ କରୁଛି ।

Leave a Reply

Your email address will not be published. Required fields are marked *

Trending

Exit mobile version