ରାଜ୍ୟ

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ

Published

on

ବଲାଙ୍ଗୀର : ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ । ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି । ବଲାଙ୍ଗୀର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ତାଙ୍କ ଘରେ ଚଢାଉ ହୋଇଥିଲା । ପାଟଣାଗଡ ବାସଭବନ ଓ କାର୍ଯ୍ୟଳୟ ସମେତ ୪ଟି ସ୍ଥାନରେ ଖୋଳତାଡ କରାଯାଉଛି ।

Leave a Reply

Your email address will not be published. Required fields are marked *

Trending

Exit mobile version