ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

Published

on

ଭୁବନେଶ୍ୱର ୨୭/୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି । ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହାଛଡା ତାଙ୍କର ଅନ୍ୟ କେତେକ କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *

Trending

Exit mobile version