ଅପରାଧ

ସଂଘବଦ୍ଧ ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ଜୀବନ ଗଲା

Published

on

ଜଗତସିଂହପୁର ୩/୧ : କୁଜଙ୍ଗ ବିଲପାଟ ଗାଁରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି । ବୁଧବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ତାଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଏସସିବି ବଡ଼ ମେଡିକାଲ କଲେଜ ହସ୍ପିଟାଲକୁ ଏକ ଗାଡ଼ିରେ ପଠାଯାଉଥିବାବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ହଠାତ୍ କାହାରିକୁ ଗିରଫ କରିନାହିଁ ।

Leave a Reply

Your email address will not be published. Required fields are marked *

Trending

Exit mobile version