ରାଜ୍ୟ

୧୨ ରୁ ୧୭ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା

Published

on

ଭୁବନେଶ୍ୱର ୧୨/୫ : ଉତ୍ତର ଓଡିଶା ସମେତ ଦକ୍ଷିଣ ଓଡିଶାରେ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶାର ସୁନ୍ଦରଗଡ, ମୟୁରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡା ଏବଂ ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ,ଗଜପତି, ଗଂଜାମରେ କାଳବୈଶାଖୀ ଅନୂଭୂତ ହେବ । ତେଣୁ ମୟୁରଭଂଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ଗଂଜାମ ଓ ନବରଙ୍ଗପୁରରେ ସର୍ତକ ସୂଚନା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version