Connect with us

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

ରାଜନୀତି

ସୋନିଆଙ୍କୁ ଚିଠି ଲେଖି ଅଡୁଆରେ ନଡ୍ଡା

Published

on

ନୂଆଦିଲ୍ଲୀ: କୋଭିଡ ପରିଚାଳନା ନେଇ ମୋଦି ସରକାର ବିରୋଧରେ କଂଗ୍ରେସର ପ୍ରଚାରକୁ ସମାଲୋଚନା କରି ବଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଚିଠି କୁ ନେଇ ଦଳ ଭିତରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

କଂଗ୍ରେସର ଏହି ଆକ୍ରମଣକୁ ପ୍ରତିହତ କରିବାକୁ ନଡ୍ଡା ଦଳର ପଦ ପଦଵୀଧାରୀ ନେତାମାନଙ୍କୁ ଆହ୍ୱାନ ଦେଇ କହିଛନ୍ତି ତାଙ୍କର ଏହି ଚିଠିକୁ ଟ୍ୱିଟରରେ ପ୍ରଚାର କରିବାକୁ। ମଙ୍ଗଳବାର ଜାତୀୟ ଏବଂ ରାଜ୍ୟ ନେତାମାନଙ୍କର ପ୍ରଚାର କରିବାର ପାଳି ଥିବାବେଳେ ବୁଧବାର ଜିଲ୍ଲା କର୍ମକର୍ତ୍ତା ଓ ଗୁରୁବାର ମଣ୍ଡଳ କର୍ମକର୍ତ୍ତାଙ୍କର ପାଳି ଥିଲା।

ହେଲେ ଦଳ ଭିତରେ ବର୍ତ୍ତମାନ ଅନେକ ବର୍ତ୍ତମାନ ପ୍ରଶ୍ନ କରୁଛନ୍ତି “ଆମେ କଂଗ୍ରେସମୁକ୍ତ ଭାରତ ପାଇଁ କାର୍ଯ୍ୟ କରୁଥିବା ବେଳେ କଂଗ୍ରେସ ଅଧ୍ୟକ୍ଷଙ୍କୁ ଗୁରତ୍ୱ ଦେଇ ଲେଖା ଯାଇଥିବା ଏ ଚିଠିର ପ୍ରଚାର କରିବା କେତେଦୂର ସମୀଚୀନ?”

 

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions