Nation

ପ୍ରତାପ ଦେବ ବିଜେଡି ନିର୍ବାଚନ ଅଧିକାରୀ ନିଯୁକ୍ତ

Published

on

ଭୁବନେଶ୍ୱର:ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ  ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି ।

Leave a Reply

Your email address will not be published. Required fields are marked *

Trending

Exit mobile version