ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟରେ ସମସ୍ତେ ବିଭିନ୍ନ...
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି...
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ...
ଭୁବନେଶ୍ୱର: ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି । ଏହି...
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ...
ଭୁବନେଶ୍ୱର: ଜଗତସିଂହପୁର ହେଉଛି ଓଡିଶାର ବିକାଶର ମୁଖ୍ୟ ଦ୍ୱାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ୨୧୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଗତସିଂହପୁର...
ଓଡିଶା ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ...
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ’ୱାନ ନେସନ, ୱାନ ରେସନ’...
ଭୁବନେଶ୍ୱର: ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରୀ ସୋମବାର ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କ ସହିତ କଟକ ଜିଲ୍ଲା ବାଙ୍କୀ ବିଧାନସଭା ମଣ୍ଡଳୀ ଗସ୍ତ କରି କ୍ଷେତ୍ର ପରିଦର୍ଶନ ପୂର୍ବକ କୃଷକ...
ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ...