ଭୁବନେଶ୍ୱର ୨୮/୪ : ଘୂର୍ଣ୍ଣିବାତ୍ୟା ଫନି ଏବେ ଚେନ୍ନାଇ ଠାରୁ ୧୦୫୦ କିମି ଦୂରରେ ରହିଛି । ତେଣୁ ଏଥିପାଇଁ ସତର୍କ ରହିବାକୁ ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛି ଭାରତୀୟ ପାଣିପାଗ ବିଭାଗ ।...
ସମ୍ବଲପୁର ୨୮/୪ : ତାତିରେ ତତଲା କଢେଇ ବନିଛି ଆଭ୍ୟନ୍ତରୀଣ ଓଡିଶା । ଆହୁରୀ ୩ ଦିନ ଯାଏଁ ତାତିର ରାଜୁତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।...
ଅନୁଗୁଳ ୨୮/୪ : ୫୫ ନମ୍ବର ଜାତୀୟ ରାଜପଥ ଉପରେ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମହିଳାଙ୍କ ପରିଚୟ ମିଳି ନଥିବା ବେଳେ ବଅଁରପାଳ ପୁଲିସ ଘଟଣାସ୍ଥଳକୁ ପହଁଚି ତଦନ୍ତ...
ଭୁବନେଶ୍ୱର ୨୭/୪ : ଆଜି ରାତି ସୁଦ୍ଧା ରାଜ୍ୟର ଗଜପତି, ଗଂଜାମ, ରାୟଗଡା, କେରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ...
ଭୁବନେଶ୍ୱର ୨୭/୪ : ମହାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ। ପିପିଲିର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ଜାମିନ ମଞ୍ଜୁର । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ । ୫୦ ହଜାର...
କେନ୍ଦୁଝର ୨୬/୪ : ଗୋନାସିକା ଜନ୍ତାରୀ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘାଟିରେ ଭାରସାମ୍ୟ ହରାଇ ଟ୍ରକ ଓଲଟି ପଡିଛି । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ୪ ଜଣ ଗୁରୁତର ଭାବେ...
ନୂଆଦିଲ୍ଲୀ ୨୬/୪ : ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନ ରୂପ ନେଲା । ଆସନ୍ତା ୩୬ ଘଂଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ସମ୍ଭାବନା...
ବଲାଙ୍ଗୀର ୨୬/୪ : ବଲାଙ୍ଗୀରରେ ଘଟିଛି ଏଭଳି ଘଟଣା। ବଲାଙ୍ଗୀର- ଆଟଗାଁ ରାସ୍ତାରେ ଘଟିଥିବା ଏହି ଘଟଣା ହୃଦୟ ବିଦାରକ ଘଟଣା ମାନବିକତାକୁ ଦୋହଲାଇ ଦେଇଛି। ଶିଶୁଟିର ଶବକୁ ପୁଡ଼ାପାଲି ନିକଟ ଲକ୍ଷ୍ମୀ ଯୋରରେ ଫିଙ୍ଗି...
ଭୁବନେଶ୍ୱର ୨୫/୪ : ଆସୁଛି ବାତ୍ୟା ଫାନି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ବାତ୍ୟାର ରୂପ ନେଉଛି । ଆଗାମୀ ୨ ଦିନ ମଧ୍ୟରେ ଏହା ସମ୍ପୂର୍ଣ୍ଣ ବାତ୍ୟାର...
ବାଲେଶ୍ୱର ୨୪/୪ : ସିମୁଳିଆ ତହସିଲ ଅନ୍ତର୍ଗତ ତିରୁଖା ଗାଁରେ ଥିବା ଏକ ପ୍ଲାଷ୍ଟିକ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁର ପ୍ରକୋପ ଏତେ ଭୟଙ୍କର...