ଭୁବନେଶ୍ୱର : ସେ ପୁରୁଷ ନୁହଁନ୍ତି l ମହିଳା ବି ନୁହନ୍ତି l ସେ ଜଣେ ଜଣାଶୁଣା ତୃତୀୟ ଲିଙ୍ଗୀ ମଣିଷ l ଆତ୍ମ ଘୋଷିତ ତୃତୀୟ ଲିଙ୍ଗୀ ମେନକା ଗୁରୁସ୍ୱାମୀ ଯିବେ ରାଜ୍ୟସଭା l...
ଭୁବନେଶ୍ୱର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ...
କେନ୍ଦୁଝର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଳାରେ ସ୍ଥାପନ ହେବାକୁ ଯାଉଥିବା ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା...
ଭୁବନେଶ୍ବର: ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର (Economic Plan) ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ...
ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’...
ଭୁବନେଶ୍ୱର: ରାଜ୍ୟର ୯୦ ପ୍ରତିଶତ ଚାଷ ଜମିକୁ ୨୦୩୬ ସୁଦ୍ଧା ଜଳସେଚନର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ...
ଭୁବନେଶ୍ୱର: ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ଉଦ୍ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋରୁ ଚୋରାଚାଲାଣକାରୀଙ୍କୁ ସତର୍କ କରାଇ ଦେଇଛନ୍ତି। ସେ କହିଛନ୍ତି ଯେ, ଗୋମାତାଙ୍କ ଚୋରାଚାଲାଣ କାର୍ଯ୍ୟରୁ ବିରତ ନ ହେଲେ...
ଭୁବନେଶ୍ୱର: ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେଉଛି “କେଳୁଚରଣ କୀର୍ତ୍ତି ଶତକମ୍” କାର୍ଯ୍ୟକ୍ରମ। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପରେ ଗୁରୁ...
ଭୁବନେଶ୍ୱର: ଓଡିଶା ସୂଚନା କମିଶନ ଲାଞ୍ଚ ଅଭିଯୋଗରେ ଜଡିତ ଜଣେ ଅଭ୍ୟାସଗତ ଆରଟିଆଇ ଆବେଦନକାରୀଙ୍କ ବିଷୟରେ ତଦନ୍ତ କରିବାକୁ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ପର୍କରେ, କମିଶନ ପକ୍ଷରୁ ରେଜିଷ୍ଟ୍ରାର ଉପଯୁକ୍ତ ତଦନ୍ତ ପାଇଁ...
ଭୁବନେଶ୍ୱର: ଓଡିଶା ରାଜ୍ୟ ସରକାର ଲକ୍ଷ ଲକ୍ଷ ଠକ ଚାଷୀଙ୍କୁ ଧରିବା ପରେ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି l ରାଜ୍ୟର ବିଜେପି ସରକାର ନିର୍ବାଚନ ପ୍ରତିଶୃତି ଅନୁଯାଇ ଚାଷୀଙ୍କୁ ଧାନ କିଣା...