ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ...
ଭୁବନେଶ୍ୱର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ...
ନୂଆଦିଲ୍ଲୀ: ବିଶିଷ୍ଟ ନିର୍ବାଚନ ରଣାନୀତିନଜ୍ଞ ପ୍ରଶାନ୍ତ କିଶୋର କରିବେ ଓଡିଶା କଂଗ୍ରେସ ପାଇଁ ନିର୍ବାଚନ ରଣନୀତି। କଂଗ୍ରେସର ହାଇକମାଣ୍ଡ ପାଖରେ ଆସନ୍ତା ୨୦୨୪ରେ ଦେଶରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ଦଳର ରଣନୀତିର...
ଭୁବନେଶ୍ୱର: ଓଟିପି କଣ୍ଟେଣ୍ଟ ପ୍ରଡ୍ୟୁସର କାଞ୍ଚଲଙ୍କାର ନୂଆ କମେଡି ୱେବ ସିରିଜ ଟାଉଟର ପମପମପମର ପ୍ରଥମ ପୋଷ୍ଟର ଆଜି ରିଲିଜ ହୋଇଛି।
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର...