ରାଜ୍ୟ

ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା

Published

on

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୫ ତାରିଖ ମଙ୍ଗଳବାର ଦିନ ସରକାରୀ ଛୁଟି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଉକ୍ତ ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।

ତଦନୁଯାୟୀ ଅକ୍ଟୋବର ୨୫ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କ ଅନୁଷ୍ଠାନ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *

Trending

Exit mobile version