Nation

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

Published

on

ଭୁବନେଶ୍ୱର: କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ।

ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

Leave a Reply

Your email address will not be published. Required fields are marked *

Trending

Exit mobile version