Nation

ମଧ୍ୟପ୍ରଦେଶରେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା

Published

on

ନୂଆଦିଲ୍ଲୀ: ଓଡିଶା କ୍ୟାଡର ଆଇଏଏସ ଅଫିସର ତଥା କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା ଓ ତାଙ୍କ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ମାନଙ୍କୁ ଗତକାଲି ଅର୍ଥାତ ଶୁକ୍ରବାର ଦିନ ମଧ୍ୟପ୍ରଦେଶରେ ଦେଖିବାକୁ ମିଳିଥିଲା।

କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳୀ ମୋରୀନାରେ ଏକ ତିନି ଦିନିଆ ବିରାଟ କୃଷି ମେଳା ଓ ପ୍ରଦର୍ଶନୀର ଆୟୋଜନ କରିଛନ୍ତି। କେନ୍ଦ୍ର କୃଷି ମନ୍ତ୍ରଣାଳୟ ଓ ମଧ୍ୟପ୍ରଦେଶ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆୟୋଜିତ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉଦଘାଟନ କରିଥିଲେ।

Leave a Reply

Your email address will not be published. Required fields are marked *

Trending

Exit mobile version